ଏମିତି କଲେ ପାଇବେ ସୁଭଦ୍ରାଟଙ୍କା

0 69

ଭୁବନେଶ୍ୱର,୧୩/୧୧(ଏସଏସନିଉଜ)ଏଯାଏଁ ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କୁ ମନ୍ତ୍ର ଦେଇଛନ୍ତି
ପ୍ରଭାତୀ।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ହିତାଧିକାରୀମାନଙ୍କୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲନମ୍ବର ଲିଙ୍କ୍‌ ପାଇଁ ପରାମର୍ଶ ଦେଇଛନ୍ତି।ପ୍ରାୟ ୫ଲକ୍ଷ ଆବେଦନକାରୀଙ୍କର ବ୍ୟାଙ୍କ ସହ ଲିଙ୍କେଜ୍‌ ହୋଇନି।ବ୍ୟାଙ୍କ ଆକାଉଣ୍ଟ-ଆଧାର-ମୋବାଇଲ ନମ୍ବର ମଧ୍ୟରେ ସମନ୍ବୟନାହିଁ।ଯାହାର ଦୁଇତିନିଟି ଆକାଉଣ୍ଟ, ସେମାନଙ୍କର ଏଭଳି ସମସ୍ୟା ହେଉଛି।ବ୍ୟାଙ୍କ ଯାଇ ଗୋଟିଏ ଆକାଉଣ୍ଟ ସହ ଗୋଟିଏ ମୋବାଇଲ ନମ୍ବର ଯୋଡ଼ନ୍ତୁ।୨୪ତାରିଖରେ ବାକିଥିବା ହିତାଧିକାରୀଙ୍କୁ ଟଙ୍କା ମିଳିଯିବା କଥା।କେହି ବଞ୍ଚିତ ହେଲେ ୨୪ତାରିଖ ପରେ ଗାଁଗାଁକୁ ଯିବ ଟିମ୍‌।ଅଙ୍ଗନବାଡ଼ି କର୍ମୀ ବ୍ୟକ୍ତିଗତ ଭାବେ ଯାଇ ଭେରିଫିକେସନ କରିବେ ବୋଲି
ପ୍ରଭାତୀ କହିଛନ୍ତି।

- Advertisement -

Leave A Reply

Your email address will not be published.