ଗଛରେ ପିଟିହୋଇ ଚାଲିଗଲା ଜୀବନ

ଭଞ୍ଜନଗର,୪/୧୦(ଏସଏସନିଉ)ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅଧୀନ ବ୍ରହ୍ମପୁର-ଫୁଲବାଣୀ ମୁଖ୍ୟ ରାସ୍ତାର ବୁଦୁଲି ନିକଟ ପୋଲ ଫେକ୍ଟ୍ରି ଠାରେ ଭାରସାମ୍ୟ ହରାଇ ଏକ ବାଇକ ଗଛକୁ ପିଟି ହେବା ଫଳରେ ଚାଳକ ଜଣଙ୍କର ମୃତ୍ୟୁବରଣ କରିଛି । ମୃତକ ହେଲେ ମୁଜାଗଡ଼ ଗ୍ରାମର ଭଞ୍ଜ ସେଠୀ (୩୭) ।ଖବରପାଇ ପୋଲିସ ଘଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

- Advertisement -

Leave A Reply

Your email address will not be published.