କେଶୁରା ଅଂଚଳରୁ ୫୫୦ ଗ୍ରାମ ବ୍ରାଉନ ସୁଗାର ଜବତ ୨ ଗିରଫ

0 178

ଭୁବନେଶ୍ୱର,୧୪/୭(ଏସଏସନିୟୁଜ) ସହିଦନଗର ଥାନା କେଶୁରା ଅଂଚଳର ଜଣଙ୍କ ଘର ଭିତରୁ ୫୫୦ଗ୍ରାମର ବ୍ରାଉନସୁଗାରକୁ କ୍ୱିକ ଆକ୍ସନ ଟିମ୍ ଓ ସହିଦ ନଗର ପୋଲିସ ମିଳିତ ଭାବେ ଏହି ଚଢ଼ାଉ କରି ଜଣେ ମହିଳାଙ୍କ ସହ ଦୁଇଜଣ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି ।ଏହାସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ଉକ୍ତ ଘରୁ ଏକ କାର ଏବଂ ଦୁଇଟି ବାଇକ ଜବତ କରିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୫୫ଲକ୍ଷ ଟଙ୍କା ହେବାନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.