ସ୍ୱାଧୀନପ୍ରାର୍ଥୀ ଭାବେ ନାମାଙ୍କନଭରିଲେ ଜଗନ୍ନାଥ

ଭୁବନେଶ୍ୱର,୨୧/୮(ଏସଏସନିଉଜ)ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ନାମାଙ୍କନ ଭରିଛନ୍ତି।ଭୁବନେଶ୍ୱର ମଧ୍ୟ ଆସନରୁ ପ୍ରାର୍ଥୀ ହୋଇ ଚଳିତ ନିର୍ବାଚନରେ ହାରିଯାଇଥିଲେ ଜଗନ୍ନାଥ।ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ।

- Advertisement -

Leave A Reply

Your email address will not be published.