ଭୁବନେଶ୍ୱର,୨୨।୩(ଏସଏସନୀୟୂଜ)ନୂଆ ସିଲାବସ୍ ଲାଗୁ ନେଇ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।
୨୦୨୬-୨୭ ଶିକ୍ଷା ବର୍ଷରେ ଲାଗୁହେବ ନୂଆ ସିଲାବସ୍।NEP 2020 ଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ହୋଇଛି।ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ବଦଳିବ ସିଲାବସ୍।ଭାଷା, ସଂସ୍କୃତି, ଐତିହ୍ୟକୁ ଆଧାର କରି ଆସିବ ନୂଆ ସିଲାବସ୍।କମିଟି ତର୍ଜମା କରୁଛି, ରାଜ୍ୟ ପାଇଁ ଯାହା ଠିକ୍ ହେବ ସ୍ଥାନ ପାଇବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।
୨୦୨୬-୨୭ରୁ ନୂଆ ସିଲାବସ୍- ମନ୍ତ୍ରୀ
Prev Post
Next Post