ଭୁବନେଶ୍ୱର, ୧୧/୧୨(ଏସଏସନିୟୁଜ) ଭୁବନେଶ୍ୱର, କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ଆଜି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି । ଜନସାଧାରଣଙ୍କ ଠାରୁ ପ୍ରସ୍ତାବ ଅଭିଯୋଗ ପାଇଁ ବିଭାଗ ପକ୍ଷରୁ ୧୦ ଦିନ ସମୟ ଧାର୍ୟ୍ୟ କରାଯାଇଛି । ଏହାପର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ ।

Prev Post
Next Post