ସପ୍ତାହେ ଯାଏଁ ଥରିବ ଓଡ଼ିଶା

ଭୁବନେଶ୍ବର,୨ା୧(ଏସଏସନିଉଜ)ଆସନ୍ତା ସପ୍ତାହେ ଯାଏଁ ରାଜ୍ୟରେ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବାବେଳେ ପାଗ ଶୁଖିଲା ରହିବା ସହ ବିଭିନ୍ନ ସ୍ଥାନରେ ପାରଦ ଖସିବ । ଯାହାଫଳରେ ସାରା ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ । ବିଶେଷ ଭାବେ ଶୀତର ପ୍ରକୋପ ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।ଏହାସହ ଆସନ୍ତା ୨୪ ଘଣ୍ଟାରେ ଅନୁଗୋଳ, କନ୍ଧମାଳ ଓ ଢେ଼ଙ୍କାନାଳ ଜିଲ୍ଲାରେ ଘନକୁହୁଡ଼ି ଦୃଶ୍ୟମାନ ହେବ ।ତେଣୁଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

- Advertisement -

Leave A Reply

Your email address will not be published.