ଭିଜିଲାନ୍ସ ଜାଲରେ ଆରଡବ୍ଲୁ ସେକ୍ସନର ସହକାରୀ ଯନ୍ତ୍ରୀ

ବାଲେଶ୍ୱର,୧୭/୩(ଏସ ଏସ ନିଉଜ)ସୋର ଆରଡବ୍ଲୁ ସେକ୍ସନର ସହକାରୀ ଯନ୍ତ୍ରୀପ୍ରମୋଥ ବେହୁରିଆଙ୍କ ଘରେ ଆଜି ଭିଜିଲାନ୍ସ ରେଡ୍ ହୋଇଛି ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ଟିମ୍ କାର୍ଯ୍ୟାଳୟ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି।

- Advertisement -

Leave A Reply

Your email address will not be published.